ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଟିକାକରଣ…
ଭୁବନେଶ୍ୱର : ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ଦିଆଯିବ ଟିକା । ଏହା ବିଏମସି କମିଶନର ସୂଚନା ଦେଇଛନ୍ତି । ମାର୍ଚ୍ଚ ୧ରୁ ବୟସ୍କ ଏବଂ ବହୁବିଧ ରୋଗାକ୍ରାନ୍ତଙ୍କୁ ଟିକା ଦିଆଯିବ।
୨୦ ପ୍ରକାର ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ପ୍ରଥମେ ମିଳିବ ଟିକା। ସମ୍, କିମ୍ସ, କଳିଙ୍ଗ, ବ୍ଲ ହ୍ୱିଲ୍,…