୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର: ହାଇଲେବଲ କମିଟି ବୈଠକରେ ୩ଟି ବଡ଼ ପ୍ରକଳ୍ପ ସଂପ୍ରସାରଣକୁ ଅନୁମୋଦନ ମିଳିଛି। ଏହାଦ୍ୱାରା ୧୭ ହଜାର ୮ ଶହ ୩୩ କୋଟି ଟଙ୍କା ପୁଞ୍ଜିନିବେଶ ହେବା ସହ ୬ ହଜାର ୫୩୯ ନିଯୁକ୍ତି ସୃଷ୍ଟି ହେବ। ହିଣ୍ଡାଲକୋ ପାଇଁ ୮ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ହିଣ୍ଡାଲକୋରେ ନିଯୁକ୍ତି ପାଇବେ ୪୨୫୦ଜଣ।…