କଟକ ସହରକୁ ସୁରକ୍ଷା ଦେବେ ୩୦ ପ୍ଲାଟୁନ…
କଟକ: ଆଗକୁ ଦଶହରା ପର୍ବ ଆସୁଥିବାରୁ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କଟକ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ।
କଟକ ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ସୁରକ୍ଷା ପାଇଁ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୧୦୦ ଜଣ ପୋଲିସ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ।…