ନିର୍ଭୟା ମାମଲା: ଦୋଷୀଙ୍କୁ ୭ ଦିନ ସମୟ
ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ରାୟ ଶୁଣାଇଛନ୍ତି ଦିଲ୍ଲୀ ହାଇକୋର୍ଟ। ୪ ଦୋଷୀଙ୍କୁ ୭ ଦିନ ସମୟ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। କେନ୍ଦ୍ର ସରକାର ଓ ତିହାର ଜେଲ କର୍ତ୍ତୃପକ୍ଷଙ୍କ ଆବେଦନ ଉପରେ ରାୟ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ତତ୍କାଳ ଫାଶି ପାଇଁ କେନ୍ଦ୍ର ସରକାର କରିଥିବା ଆବେଦନକୁ ଖାରଜ କରିଛନ୍ତି…