ଦିଲ୍ଲୀରୁ ୫ ଖଲିସ୍ତାନୀ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ: ଆଜି ଦିଲ୍ଲୀର ଶକରପୁର ଅଞ୍ଚଳରୁ ୫ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏହି ଖଲିସ୍ତାନୀ ଆତଙ୍କବାଦୀଙ୍କ ସହିତ ଦିଲ୍ଲୀ ପୁଲିସର ସ୍ପେଶାଲ୍ ସ୍କ୍ବାଡ୍ ସହିତ ଗୁଳିବିନିମୟ ଘଟିବା ପରେ ସେମାନଙ୍କୁ ଗିରଫ କରାଯାଇଛି।
ଗିରଫ ଆତଙ୍କବାଦୀଙ୍କ ମଧ୍ୟରୁ ୨ ଜଣ ପଞ୍ଜାବର ଏବଂ ୩ ଜଣ…