ଭୋଜି ଖାଇ ୫୦ ଜଣ ଝାଡ଼ାବାନ୍ତିରେ…
ପଦ୍ମପୁର : ନୂଆପଡ଼ା ଜିଲ୍ଲା ପଦ୍ମପୁର ଉପଖଣ୍ଡ ଭେଙ୍ଗରାଜପୁରରେ ଗାଁରେ ଏକୋଇଶିଆ ଭୋଜି ଖାଇ ୫୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ସହିତ ପାଇକମାଲ ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ କିଛି ଶିଶୁ ବି ଅଛନ୍ତି।
ମିଳିଥିବା ସୂଚନା…