କୋଭିଡ଼ ପରିଚାଳନା: ୩ ଜିଲ୍ଲା ପାଇଁ…
ଭୁବନେଶ୍ବର: ରାଜ୍ୟରେ ହୁହୁ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ହାର। ଏହାକୁ ଦୃଷ୍ଟିରେ ରଖି କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭ କୋଟି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହୟତା ଅର୍ଥ ପ୍ରଦାନ କରାଯାଇଛି।
ପୁରୀ ପାଇଁ ପୂର୍ବରୁ ୧୪କୋଟି…