କେନାଲକୁ ଖସିଲା ଯାତ୍ରୀବାହୀ ବସ୍, ୩୮…
ଭୋପାଲ: ମଧ୍ୟପ୍ରଦେଶ ରିୱା-ସିଦ୍ଧି ସୀମା ନିକଟସ୍ଥ ଛୁହିୟାଘାଟି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। କେନାଲକୁ ଖସିଲା ଯାତ୍ରୀବାହୀ ବସ୍ । ବର୍ତ୍ତମାନ ସୁଦ୍ଧା କେନାଲରୁ ୩୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେବି ଆହୁରି ବହୁ ଯାତ୍ରୀ ନିଖୋଜ ଅଛନ୍ତି। ଘଟଣାସ୍ଥଳରେ ଏସଡିଆରଏଫ୍ ଟିମ୍ ପହଞ୍ଚି…