ସମ୍ କୋଭିଡ ହସ୍ପିଟାଲ୍ରେ କରୋନାରୁ…
ଭୁବନେଶ୍ୱର: କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବୃଦ୍ଧ କୋଭିଡକୁ ପରାସ୍ତ କରିଛନ୍ତି। ସମ୍ କୋଭିଡ ହସ୍ପିଟାଲ୍ରୁ କରୋନା ମୁକ୍ତ ହୋଇଛନ୍ତି ଶ୍ରୀ ମୁରଲୀଧର ଶତପଥୀ। ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର କ୍ୟାନ୍ସର ଚିକିତ୍ସା…