ଦୁଇ ଟ୍ରକ ଦୁର୍ଘଟଣା: ଜଣେ ମୃତ, ଜଣେ ଆହତ
ବ୍ରହ୍ମପୁର: ଦିନକୁ ଦିନ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି । ଜାତୀୟ ରାଜପଥ ୧୬ ନଂ ଲାଞ୍ଜିପଲ୍ଲୀ ବାଇପାସ ନିକଟରେ ଗତ ରାତି ସାଢ଼େ ୨ ଟା ସମୟରେ ୨ ଟ୍ରକ ମଧ୍ୟରେ ଦୁର୍ଘଟଣା ହୋଇଛି ।
ଏଥିରେ ଜଣେ ଟ୍ରକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଚାଳକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି…