Odisha Link
Bridging the Missing Links in Odisha
Browsing Tag

Accident

ଚଳନ୍ତା ବସରେ ଲାଗିଲା ନିଆଁ: ଗଲାଣି ୧୦…

ଓଏଲ୍‌ ବ୍ୟୁରୋ: ହରିୟାଣାରେ ଭୟଙ୍କର ବସ୍‌ ଦୁର୍ଘଟଣା। ଗତକାଲି ରାତିରେ ହରିୟାଣାର ନୁହରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଚଳନ୍ତା ବସ୍‌ରେ ନିଆଁ ଲାଗିବାରୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୪ ଜଣ ଗୁରୁତର ଆହତ ହୋଇଛନ୍ତି। ଚିତି ଶୁକ୍ରବାର ରାତି ପ୍ରାୟ ଦେଢ଼ଟା ବେଳେ ଏହି ଅଘଟଣ ଘଟିଥିଲା।…

ଦୁର୍ଘଟଣାରେ ଚାଲିଗଲା ପୋଲିଂ…

ନବରଙ୍ଗପୁର: ସାରା ଦେଶ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇସାରିଥିବା ବେଳେ ଓଡ଼ିଶାବାସୀ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତ। ଆସନ୍ତା ୧୩ ତାରିଖରେ ପଡ଼ିବ ଭୋଟ। ଏଥିପାଇଁ ଆଜିଠୁ ବନ୍ଦ ହୋଇଛି ପ୍ରଚାର। ଅନ୍ୟପଟେ ବୁଥ ଅଭିମୁଖେ ବାହାରିଛନ୍ତି ପୋଲିଂ କର୍ମଚାରୀ। ଏଥିସହିତ ଏକ ଦୁଃଖଦ…

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା…

ଓଏଲ୍‌ ବ୍ୟୁରୋ: ମେ' ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଜି ପ୍ରଚାର ସରିଥିବା ବେଳେ ପୋଲିଂ ପାର୍ଟି ନିଜ ନଜି ବୁଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଘଟିଛି ଅଘଟଣ। ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍‌ । ଏହି ଦୁର୍ଘଟଣାରେ ୨ ଜଣ ସାମାନ୍ୟ ଆହତ…

୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ…

ଓଏଲ୍‌ ବ୍ୟୁରୋ: ଏନ୍‌ଏଚ୍‌ ୫୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଜି ସକାଳେ ଅନୁଗୁଳ ଜିଲ୍ଲା ପଞ୍ଚମହଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଡେରଜାଙ୍ଗ ଗାଁର ଏହି ୩ ଜଣ…

ବ୍ରିଜ ତଳକୁ ଖସିଲା ସ୍କୁଟି; ଚାଲିଗଲା ୩…

ଓଏଲ୍‌ ବ୍ୟୁରୋ: ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ସ୍କୁଟି। ଘଟଣାସ୍ଥଳରେ ହିଁ ଚାଲିଗଲା ୩ ଜଣଙ୍କ ଜୀବନ। କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆ ବୁଡ଼ାମାହା ନିକଟରେ ଏହି ଦୁର୍ଘଟଣା ଘଟିଛି। ୩ ମୃତ ଯୁବକମାନେ ବେରେଡାକିଆ ଓ ଡଲାବାଲି ଅଞ୍ଚଳର ହୋଇଥିବା ସୂଚନା ରହିଛି। ମିଳିଥିବା ସୂଚନା…

ନବୀନ ନିବାସରୁ ଘରକୁ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ। ଗତକାଲି ବିଳମ୍ବିତ ରାତିରେ କାର ଦୁର୍ଘଟଣାର ଶିକାର ହୋଇଛନ୍ତି ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା…

ଓଏଲ୍‌ ବ୍ୟୁରୋ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଛାରଖାର ପୁରା ପରିବାର। ଏକ ଟ୍ରକ୍‌ ଓ ଏକ ଏସୟୁଭି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ ଜଣ ଡାକ୍ତର ଥିବା ବେଳେ ଆଉ ଜଣେ ଦେଢ ବର୍ଷର ଝିଅ ଥିବା ଜଣାଯାଇଛି। ମିଳିଥିବା…

ଓଲଟିଲା ବିଏସ୍‌ଏଫ୍‌ ଭ୍ୟାନ୍; ୧୫ ଜଣ…

ଓଏଲ୍‌ ବ୍ୟୁରୋ: ମାଲକାନଗିରି ଛତିଶଗଡ଼ ସିମାନ୍ତ ନାରାୟଣପୁର ଜିଲ୍ଲାରେ ବିଏସ୍‌ଏଫ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭ୍ୟାନ୍‌ ଓଲଟି ୧୫ ଜଣ ଯବାନ ଗୁରୁତର ଆହାତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଯବାନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି। ସମସ୍ତ ଆହତମାନଙ୍କୁ ରାୟପୁର…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା: ୫ ମୃତ,…

ଓଏଲ୍‌ ବ୍ୟୁରୋ: ଜମ୍ମୁ ଓ କାଶ୍ମୀର ଡୋଡା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ୨୫୦ ମିଟର ତଳକୁ ଯାତ୍ରୀବାହୀ ବସ୍ ଖସି ପଡିଛି। ଦୁର୍ଘଟଣାରେ ପାଖାପାଖି ୫ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ତେବେ ଏହି…

ବ୍ରିଜରୁ ତଳକୁ ଖସିଲା ବାଇକ୍‌; ଜୀବନ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପ୍ରବେଶ କରିଛି ଶୀତର ଲହରୀ। ଶୀତର ପ୍ରଭାବ ବଢୁଥିବାବେଳେ ଘନ କୁହୁଡି ଆସ୍ତରଣ ଦେଖିବାକୁ ମିଳୁଛି। ତେବେ ଏହି ଘନ କୁହୁଡି କାରଣରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଲମତାପୁଟ ବ୍ରିଜରୁ ତଳକୁ ଖସିଲା ବାଇକ୍‌। ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବାବେଳେ…