ନିର୍ଭୟା ମାମଲା : ପଓ୍ବନର କ୍ୟୁରେଟିଭ୍…
ନୂଆଦିଲ୍ଲୀ: ଗତକାଲି ୪ ନିର୍ଭାୟା ଦୋଷୀଙ୍କୁ ଫାଶୀ ହେବାକୁ ଥିବା ବେଳେ ଏହାର ଦିନକ ପୂର୍ବରୁ ନିର୍ଭୟା ଦୋଷୀ ପଓ୍ବନ ଗୁପ୍ତାର କ୍ୟୁରେଟିଭ ପିଟିସନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ପଓ୍ବନର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ୬ଜଣିଆ ଖଣ୍ଡପୀଠ ପଓ୍ବନର କ୍ୟୁରେଟିଭ…