ରାଜଧାନୀରେ ଆଉ ୪୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୪୬ ଜଣ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ୪୬ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ…