ତୈଳ ଓ ଗ୍ୟାସ୍ କ୍ଷେତ୍ରରେ ୧୦୦ ବିଲିୟନ…
ଆବୁଧାବୀ: ତୈଳଓ ଗ୍ୟାସ କ୍ଷେତ୍ରରେ ବିଶ୍ବ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ସହ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପଲାଇନ ଏବଂ ଗ୍ୟାସ ଟର୍ମିନାଲ କ୍ଷେତ୍ରରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ। ଉର୍ଜା କ୍ଷେତ୍ରରେ ଭାରତ ଉତ୍କୃଷ୍ଟ ସ୍ଥାନ ବୋଲି ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…