ଦିଲ୍ଲୀ ହିଂସା: ପୁଲିସକୁ ହାଇକୋର୍ଟଙ୍କ…
ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଉଗ୍ର ରୂପ ନେଉଛି। ଏହି ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨କୁ ପହଞ୍ଚିଛି। ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନକୁ ନେଇ ଏହି ହିଂସାକାଣ୍ଡକୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ।…