ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ:…
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହାର ବଢିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪ ହଜାର ୧୯୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୮୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…