Odisha Link
Bridging the Missing Links in Odisha
Browsing Tag

Ambulance Acciden

ଆମ୍ବୁଲାନ୍ସକୁ ପିଟିଲା ଆମ୍ବୁଲାନ୍ସ

ଭଦ୍ରକ: ପ୍ରବଳ କୁହୁଡି ଯୋଗୁଁ ଆମ୍ବୁଲାନ୍ସକୁ ପଛରୁ ପିଟିଲା ଆଉ ଏକ ଆମ୍ବୁଲାନ୍ସ। ଦୁର୍ଘଟଣା ଫଳରେ ଦୁଇ ଜଣ ରୋଗୀଙ୍କ ସହ ୪ ଜଣ ଆହତ। ଆହତଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଡାହାଣୀଗଢିଆ ନିକଟରେ ଦୁର୍ଘଟଣା ଘଟିଛି।…

ରାସ୍ତାରେ ଫାଟିଲା ଆମ୍ବୁଲାନ୍ସ ଚକା

ନୀଳଗିରି: ବାଲେଶ୍ଵର ଜିଲ୍ଲା ନୀଳଗିରିରୁ ଯମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିବାବେଳେ ଚକା ଫାଟି ଯିବାରୁ ଏକ ଆମ୍ବୁଲାନ୍ସ ଗଛରେ ପିଟିହୋଇ ଯାଇଛି। ସୂଚନା ଅନୁସାରେ ଆଜି ସକାଳ ୮ଟା ସମୟରେ ଓଡ଼ି୦୧ଏଡି-୬୩୩୬ ନମ୍ବର ବିଶିଷ୍ଟ ଏକ ୧୦୮ ଆମ୍ବୁଲାନ୍ସ ରୋଗୀ ଆଣିବାକୁ ଜାମୁନା ଅଞ୍ଚଳକୁ ଯାଉଥିଲା। ରାସ୍ତାରେ…