ଐତିହାସିକ: କାଶ୍ମୀରରୁ ହଟିବ ଧାରା-୩୭୦
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟେଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ଜମ୍ମୁ-କଶ୍ମୀର ସମ୍ବନ୍ଧିତ ସମ୍ବିଧାନର ଧାରା ୩୭୦କୁ ଉଚ୍ଛେଦ ଲାଗି ରାଜ୍ୟସଭାରେ ପ୍ରସ୍ତାବ ରଖିଥିଲେ ଗୃହମନ୍ତ୍ରୀ ଅମିତ୍ ଶାହ। ଧାରା ୩୭୦ର ପରିବର୍ତ୍ତନ ପାଇଁ ରାଷ୍ଟ୍ରପତିଙ୍କ…