ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ଓଏଲ୍ ବ୍ୟୁରୋ: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁ। ଆନ୍ଧ୍ରପ୍ରଦେଶରେ ଚନ୍ଦ୍ରବାବୁ ନାଇଡୁ ବିଜୟୱାଡା ଉପକଣ୍ଠରେ ଥିବା କେସରପାଲ୍ଲୀର ଗାନ୍ନାଭାରାମ ବିମାନବନ୍ଦର ସମ୍ମୁଖରେ ଥିବା ମେଡା ଆଇଟି ପାର୍କ ନିକଟରେ ଶପଥ…