ଆନ୍ଧ୍ର-ଓଡ଼ିଶା ଟ୍ରେନ ଟ୍ରାଜେଡି: ସରିଲା…
ଓଏଲ୍ ବ୍ୟୁରୋ: ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ରବିବାର ରାତିରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୩ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ରେଳ କର୍ମଚାରୀ ରହିଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରୁ…