ଏଣିକି ଅଙ୍ଗନବାଡ଼ି ପିଲାଙ୍କୁ ଦିଆଯିବ…
ଭୁବନେଶ୍ବର: ଏଣିକି ଅଙ୍ଗନବାଡ଼ି କେନ୍ଦ୍ରରେ ପୁଷ୍ଟିସାଧନ ଖାଦ୍ୟ ତାଲିକାରେ ଚୁନା ମାଛକୁ ସାମିଲ କରାଯିବ। ଏହା ପାଇଲଟ୍ ପ୍ରକଳ୍ପ ଭାବେ ମୟୂରଭଞ୍ଜ ଜିଲ୍ଲାର ୫୦ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଯୋଜନା ଆରମ୍ଭ କରାଯି। ଏହି ପାଇଲଟ୍ ପ୍ରକଳ୍ପ ସଫଳ ହେଲେ ଜିଲ୍ଲାର ଅନ୍ୟ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ପ୍ରସାରିତ…