ଅନୀଲ ଦେଶମୁଖଙ୍କ ୪.୨୦ କୋଟିର ସଂପତ୍ତି…
ମହାରାଷ୍ଟ୍ର: ମହାରାଷ୍ଟ୍ର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପାଇଁ ବଢିଲା ଅଡୁଆ। ବେଆଇନ ଅର୍ଥ କାରବାର ମାମଲାରେ ଆଜି ଇଡି ପକ୍ଷରୁ ଅନୀଲ ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସଂପତ୍ତି ଜବତ କରିଛି। ଏହାସହ ଏହି ମାମଲାରେ ଦେଶମୁଖଙ୍କ ପତ୍ନୀଙ୍କୁ ବି ଇଡି ପଚରା ଉଚରା କରିବ ବୋଲି କୁହାଯାଇଛି।
ଇଡି…