ଆପୋଲୋକୁ ୪ ସପ୍ତାହ ମହଲତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ସାମୟିକ ଆଶ୍ୱସ୍ତି ଦେଇଛନ୍ତି। ଆପୋଲୋ ଲାଇସେନ୍ସକୁ ରଦ୍ଧ ପାଇଁ ଏନଏଚଆରସିଙ୍କ ନିର୍ଦ୍ଦେଶ ପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ୪ ସପ୍ତାହ ପର୍ଯ୍ୟନ୍ତ କାର୍ଯ୍ୟକାରୀ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ଭିତରେ ଏନଏଚଆରସି…