ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ
ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ଵପୂର୍ଣ୍ଣ ବୈଠକ ମଙ୍ଗଳବାର ସନ୍ଧ୍ୟା ୫ଟା ୪୫ରେ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ଉଚ୍ଚଶିକ୍ଷା, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା, ଶିଳ୍ପ ଏବଂ ଇସ୍ପାତ ଓ ଖଣି ବିଭାଗ ସମ୍ପର୍କିତ କେତେକ ପ୍ରସ୍ତାବକୁ…