ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ
ଓଏଲ୍ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ୬ ଥରର ବିଧାୟକ ଅରବିନ୍ଦ ଢାଲି। ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇ-ମେଲ୍ ଯୋଗେ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ଆସନ୍ତାକାଲି ସେ ବିଜେପିରେ…