କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ କରିବେ…
ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଆର୍ସେଲର ମିତ୍ତଲ ଏହି ଷ୍ଟିଲ୍ ପ୍ଲାଣ୍ଟ କରିବ। ଏହି ପ୍ଲାଣ୍ଟରୁ ବାର୍ଷିକ ୧୨ ନିୟୁତ ଟନ୍ ଇସ୍ପାତ ଉତ୍ପାଦନ କରିବ। ଏଥିପାଇଁ ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଏହି କମ୍ପାନୀ।
ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲ…