ଆମେରିକା ରାଜନୀତିରେ କମ୍ପନ
ଓଏଲ୍ ବ୍ୟୁରୋ: ଆମେରିକା ରାଜନୀତିରେ ହଟଚମଟ । ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍। ପର୍ଣ୍ଣ ଷ୍ଟାର ଷ୍ଟର୍ମି ଡାନିଏଲ୍ସଙ୍କ ସହ ସଂପର୍କ ଏବଂ ତାଙ୍କୁ ଅନୁଚିତ ଭାବେ ବିପୁଳ ଅର୍ଥ ପ୍ରଦାନ କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…