କଶ୍ମୀର ପାଇଁ ଜୀବନ ଦେବାକୁ ପଛେଇବୁ…
ନୂଆଦିଲ୍ଲୀ: ରାଜ୍ୟସଭା ପରେ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍ ଆଜି ଲୋକସଭାରେ ଉପସ୍ଥାପିତ ହୋଇଛି ।ଏହି ବିଲ୍କୁ ଗତକାଲି ରାଜ୍ୟସଭାରେ ମଞ୍ଜୁରୀ ମିଳିସାରିଛି। ଏହି ବିଲ୍ରେ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଜମ୍ମୁ-କଶ୍ମୀର ଓ ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳ କରିବାର ପ୍ରାବଧାନ ରହିଛି। ବିରୋଧଙ୍କ ହଟ୍ଟଗୋଳ…