ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି…
ଓଏଲ୍ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋକସ୍ରେ ଓଡ଼ିଶା। ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର। ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଏଥିସହିତ ଓଡ଼ିଶାର ସାଂସଦଙ୍କ ସହିତ ମିଶି…