ପ୍ରାଣ ପ୍ରତିଷ୍ଠା ପରେ ରାମଲାଲାଙ୍କ…
ଓଏଲ୍ ବ୍ୟୁରୋ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଆଜିଠୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ପ୍ରତିଷ୍ଠା ପରେ ପ୍ରଥମ ସକାଳେ ଭକ୍ତମାନେ ପୂଜାପାଠ କରିବା ପାଇଁ ଶ୍ରୀରାମ ମନ୍ଦିରର ମୁଖ୍ୟ ଫାଟକରେ ବହୁ ସଂଖ୍ୟାରେ ଏକାଠି ହୋଇଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ…