ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ…
ଓଏଲ୍ ବ୍ୟୁରୋ: ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ…