ମୋବାଇଲ୍ ଫାଟି ବର୍ଷକର ଶିଶୁ ଗୁରୁତର
ଲକ୍ଷ୍ମୀପୁର: ମୋବାଇଲ ଫୋନ୍ ଫାଟି ବର୍ଷକର ଶିଶୁ କନ୍ୟା ଗୁରୁତର ଆହତ ହୋଇଛି। କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ତଳ ବିଲାଙ୍ଗସିଲ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଫାଟି ଝିଅଟିର ମୁହଁ ପୁରା ପୋଡ଼ିଜାଇଛି। ଶିଶୁଟିକୁ ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା…