ବଗଲା ଜମି ବିବାଦରେ ୨୩ ପ୍ରତିପକ୍ଷଙ୍କୁ…
ପୁରୀ: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ମାମଲାର ଶୁଣାଣି ଆଜି ହାଇକୋର୍ଟରେ ହୋଇଛି। ଏ ମାମଲାରେ ୨୩ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ୱ ପର୍ଷଦ ସଭ୍ୟ ଆଦି ୨୩ ପ୍ରତିପକ୍ଷଙ୍କୁ ନୋଟିସ୍ ପଠାଯାଇଥିବା ସୂଚନା ମିଳିଛି। ୨୩ ପ୍ରତିପକ୍ଷଙ୍କ ମଧ୍ୟରେ ଜମି…