ଲେଖକ ଯୁଗଳ କିଶୋର ଷଡଙ୍ଗୀ ପାଇବେ…
ଓଏଲ୍ ବ୍ୟୁରୋ: ଆଜି କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ୨୦୨୩ ବର୍ଷ ପାଇଁ ବାଲ୍ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି। ଚଳିତଥର ୨୨ଟି ଭାଷାରେ ପ୍ରକାଶିତ ଶିଶୁସାହିତ୍ୟ ସମ୍ବଳିକ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି’କୁ ସାହିତ୍ୟ ଅକାଦେମି ବାଲ୍…