ବାଣ ବିକ୍ରି ଓ ଫୁଟାଇବା ଉପରେ ରୋକ୍
ଭୁବନେଶ୍ବର: ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା। ନଭେମ୍ବର ୧୦ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ଉପରେ ରୋକ୍ ଲଗାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ଏନେଇ ରାଜ୍ୟ ତମାମ କଟକଣା ଜାରି କଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ମୁତାବକ, ବାଣ ବିକ୍ରି…