Odisha Link
Bridging the Missing Links in Odisha
Browsing Tag

Banda

୧୨ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ ଡାକରା

କଣ୍ଟାବାଞ୍ଝି: ତିନି ଦଫା ଦାବୀ ନେଇ ବଙ୍ଗୋମୁଣ୍ଡା ନାଗରିକ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ୧୨ ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳ ସମୟରେ ନାଗରିକ ମଞ୍ଚର କର୍ମକର୍ତାମାନେ ସମସ୍ତ ଦୋକାନ ବଜାର ବନ୍ଦ କରିବା ସହ ରାସ୍ତା ଅବରୋଧ କରିଛନ୍ତି। ଆନ୍ଦୋଳନକାରି ମାନେ କହିଛନ୍ତି…