ଏପ୍ରିଲ ପହିଲାରୁ ଅଚଳ ହୋଇଯିବ ଏସବୁ…
ନୂଆଦିଲ୍ଲୀ: ଆସନ୍ତା ଏପ୍ରିଲ ପହିଲାରୁ ଅଚଳ ହୋଇଯିବ ୮ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଚେକବୁକ୍। ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଯଥା ଦେନା ବ୍ୟାଙ୍କ, କର୍ପୋରେସନ ବ୍ୟାଙ୍କ, ବିଜୟା ବ୍ୟାଙ୍କ, ଆନ୍ଧ୍ର ବ୍ୟାଙ୍କ, ଓରିଏଣ୍ଟାଲ ବ୍ୟାଙ୍କ ଅଫ କମର୍ସ, ସିଣ୍ଡିକେଟ ବ୍ୟାଙ୍କ, ୟୁନାଇଟେଡ ବ୍ୟାଙ୍କ ଓ ଆଲ୍ଲାହାବାଦ…