ଆର ପାରିରେ କଂଗ୍ରେସ ବିଧାୟକ ବନୱାରୀ ଲାଲ
ଭୋପାଲ: ମଧ୍ୟପ୍ରଦେଶ ମୋରେନାର କଂଗ୍ରେସ ବିଧାୟକ ବନୱାରୀ ଲାଲ ଶର୍ମାଙ୍କର ଆଜି ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ହେଲା କର୍କଟ ରୋଗରେ ପୀଡ଼ିତ ଥିଲେ। ମଧ୍ୟପ୍ରଦେଶର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ବନୱାରୀ ଲାଲ ତାଙ୍କ ପତ୍ନୀ, ୨ ପୁଅ ଓ ଝିଅ…