ବାର୍ରେ ଜମିଥିଲା ଆସର, ତାପରେ…
ଭୁବନେଶ୍ବର: କରୋନା କଟକଣାକୁ ଫୁ କରି ବାର୍ରେ ଜମିଥିଲା ଆସର। ପରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ରାଜଧାନୀର ଜନପଥରେ ଥିବା ମ୍ୟାଡ୍ ମୁଲ ବାରକୁ ସିଲ୍ କରିଛି ବିଏମ୍ସି। ନାଇଟ୍ କର୍ଫ୍ୟୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ରହିଛି।
ରାଜ୍ୟରେ…