ଭଦ୍ରକ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…
ଭୁବନେଶ୍ବର: ଭଦ୍ରକ ଜିଲ୍ଲା ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଜିଲ୍ଲାରେ ସ୍ଵାସ୍ଥ୍ୟ ସେବାର ଉନ୍ନତି ପାଇଁ ରାଜ୍ୟ ସରକାର ନେଲେ ବଡ଼ ପଦକ୍ଷେପ। ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉନ୍ନତି ପାଇଁ ୭ ମହଲା ବିଶିଷ୍ଟ ଏକ ନୂତନ ଡିଏଚଏଚ କମ୍ପେକ୍ସର ନିର୍ମାଣ କରାଯିବା ନେଇ ଘୋଷଣା କରିଛନ୍ତି…