ଡିସେମ୍ବର ୧୦ରେ ଭଦ୍ରକ ସହର ବନ୍ଦ
ଭଦ୍ରକ: ୧୦ ଡିସେମ୍ବର ଭଦ୍ରକ ସହର ବନ୍ଦ। ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଭଦ୍ରକ କଂଗ୍ରେସ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛି ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି।
ଭଦ୍ରକ ଜିଲ୍ଲା ପ୍ରତି ସରକାରଙ୍କର ବୈମାତୃକ ମନୋଭାବ ପାଇଁ ଭଦ୍ରକ…