ବିଟେକ୍ ଛାତ୍ରୀଙ୍କ ସନ୍ଦେହଜନକ…
ଓଏଲ୍ ବ୍ୟୁରୋ: ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ମୃୃତ୍ୟୁକୁ ନେଇ ଉତ୍ତେଜନା। ନେପାଳର ଜଣେ ଛାତ୍ରୀଙ୍କ ମୃତ୍ୟୁ ପରେ କ୍ୟାମ୍ପସରେ ଛାତ୍ରଙ୍କ ଉନ୍ନତ୍ତକାଣ୍ଡ। ଏହାକୁ ନେଇ ବିଳମ୍ବିତ ରାତିରେ କ୍ୟାମ୍ପସ୍ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଥିଲା। କିଛି ଛାତ୍ର…