ସିଏଏକୁ ବିରୋଧ କରି ବିହାର ବନ୍ଦ
ପାଟନା: ଅଣ ମୁସଲିମମାନଙ୍କୁ ଭାରତର ନାଗରିକତା ଦେବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିବାଦୀୟ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଆଜି ଆରଜେଡି ପକ୍ଷରୁ ବିହାର ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସାଧାରଣ ଲୋକ ମଧ୍ୟ ସମର୍ଥନ କରିଛନ୍ତି। ପାଟନାଠାରୁ ଆରମ୍ଭ କରି ଭାଗଲପୁର, ବେଗୁସରାଇ ଓ…