ପରୀକ୍ଷା ଫିସ୍ ଛାଡ଼ କରିବା ପାଇଁ…
ଭୁବନେଶ୍ବର: ଚଳିତ ବର୍ଷ ଦଶମ ବୋର୍ଡ ପରୀକ୍ଷା ଫିସ୍ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ। ଚିଠି ଲେଖିବା ସହ ଏହି ଦିଗରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବିଜୁ ଛାତ୍ର ଜନତା ଦଳର…