Odisha Link
Bridging the Missing Links in Odisha
Browsing Tag

Biju Janta Dal

ମୋଦିଙ୍କ ପରେ ରାଜଧାନୀବାସୀ ଦେଖିବେ…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋ' ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ' ଦେଖିବେ ରାଜଧାନୀବାସୀ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ରୋଡ ଶୋ'। ଆସନ୍ତା ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ମେଗା ରୋଡ…

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ସାମ୍ବାଦିକ ସମ୍ମିଳନୀ କରି ବିଜେପି-ବିଜେଡି ମୁହାଁମୁହିଁ। ପ୍ରଥମେ ବିଜେପି ସାମ୍ବାଦିକ ସମ୍ମିଳନୀ କରି ବିଜେଡିକୁ ସମାଲୋଚନା କରିଥିବା ବେଳେ ବିଜେଡି ସାମ୍ବାଦିକ ସମ୍ମିଳନୀ କରି ତାର ପାଲଟା ଜବାବ ରଖିଛି। ବିଜୁ ଜନତା ଦଳର ବରିଷ୍ଠ…

ବିଧାନସଭା ନିର୍ବାଚନ: ୪୦ ନୂଆ ମୁହଁ ସହ…

ଓଏଲ୍‌ ବ୍ୟୁରୋ: ସରଗରମ ଓଡ଼ିଶା ରାଜନୀତି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ଜାରି ରଖିଥିବା ବେଳେ ଶାସକ ବିଜୁ ଜନତା ଦଳ ପ୍ରଥମ ଦଳ ଭାବେ ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ୧୪୪ଟି ଆସନ ପାଇଁ ପୂର୍ବରୁ…

ପୁରୀ: ବିଜେଡିର ସାଂସଦ ପ୍ରାର୍ଥୀ ଅରୂପ!

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆରମ୍ଭ କରିଲେଣି କସରତ। ଅନ୍ୟପଟେ…

ମିଶ୍ରଣ ପର୍ବ: ବିଜେଡିରେ ସାମିଲ ହେଲେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ସେତେ ମିଶ୍ରଣ ପର୍ବ ଦେଖିବାକୁ ମିଳିଛି। ଆଜି ମଧ୍ୟାହ୍ନରେ ବିଜେଡିରୁ ବହିଷ୍କୃତ ହୋଇଥିବା ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ମିଶିଛନ୍ତି। ସେହିପରି ଆଜି ସନ୍ଧ୍ୟାରେ କଂଗ୍ରେସ ଓ ବିଜେପି ଛାଡ଼ି ବିଜେଡିରେ ମିଶିଛନ୍ତି ପଶ୍ଚିମ ଓଡ଼ିଶାର କିଛି…

୨୭ ବର୍ଷରେ ବିଜେଡି, କ’ଣ ରହିଛି…

ଭୁବନେଶ୍ବର: ଆଜି ୨୭ ବର୍ଷରେ ପାଦ ଥାପିଲା ବିଜୁ ଜନତା ଦଳ(ବିଜେଡି)। ଆଜି ଦଳକୁ ୨୬ ପୂରି ୨୭ ଚାଲିଳା। ଏଥିପାଇଁ ଦଳର ପ୍ରତିଷ୍ଠା ଦିବସକୁ ଧୁମଧାମରେ ପାଳନ କରିବା ପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ସାମିଲ ହେବେ ବିଜୁ ଜନତା ଦଳର…

ନବୀନଙ୍କ ଆଶୀର୍ବାଦ ନେଇ ପାଣ୍ଡିଆନ ଆରମ୍ଭ…

ଓଏଲ୍‌ ବ୍ୟୁରୋ:ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଓଡ଼ିଶା ରାଜନୀତିରେ ନୂଆ ଯୁଗ ଆରମ୍ଭ। ଓଡ଼ିଶା ରାଜନୈତକି ଦୃଷ୍ଟିକୋଣରୁ ଦେଖିଲେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ଦିନ। କାରଣ ଦଶହରାର ନବମୀ ତିଥିରେ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭି.କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ଆଜି ବିଧିବଦ୍ଧ ଭାବେ…

ଆଞ୍ଚଳିକ ଦଳକୁ ଅଜଣା ଚାନ୍ଦା: ଡିଏମ୍‌କେ…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା ଆସୋସିଏସନ୍ ଫର୍‌ ଡେମୋକ୍ରାଟିକ୍ ରିଫର୍ମସ (ଏଡିଆର୍‌) ରିପୋର୍ଟ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଦେଶର ଆଞ୍ଚଳିକ ଦଳଗୁଡ଼ିକର ପାଣ୍ଠି ଉତ୍ସର ଏକ ରିପୋର୍ଟ ପ୍ରକାଶ କରିଛି ଏଡିଆର୍‌। ରିପୋର୍ଟ ଅନୁଯାୟୀ ଅଜଣା ସୂତ୍ରରୁ ସର୍ବାଧିକ ଅର୍ଥ ପାଇଥିବା ଆଞ୍ଚଳିକ ଦଳଗୁଡ଼ିକ…

ବିଜେଡିର ନୂତନ କାର୍ଯ୍ୟାଳୟ ଉଦଘାଟନ କଲେ…

ଭୁବନେଶ୍ବର: ଲୋକାର୍ପିତ ହେଲା ଶାସକ ଦଳ ବିଜୁ ଜନତା ଦଳର ନୂତନ ରାଜ୍ୟ କାର୍ଯ୍ୟାଳୟ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଜୁ ଜନତା ଦଳର ନୂଆ କାର୍ଯ୍ୟାଳୟ 'ଶଙ୍ଖ ଭବନ'ର ଉଦଘାଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ବର ୟୁନିଟ୍-୬ ସ୍ଥିତ ନବ ନିର୍ମିତ କାର୍ଯ୍ୟାଳୟ ସମ୍ମୁଖରେ ଏକ ବଡ଼…

ବଦଳିଲେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ବର: ବାଜିଲାଣି ନିର୍ବାଚନ ବିଗୁଲ। ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କଲେଣି ଅଙ୍କକଷା। ନିର୍ବାଚନକୁ ଆଉ ଏକ ବର୍ଷକୁ କମ୍‌ ସମୟ ଥିବା ବେଳେ ଶାସକ ବିଜୁ ଜନତା ଦଳ ସଙ୍ଗଠନକୁ ଆହୁରି ସୁଦୃଢ଼ କରିବାରେ ଲାଗିପଡ଼ିଛି। ଏସବୁ ମଧ୍ୟରେ ଆଜି ୩୦ଟି ଜିଲ୍ଲାର…