ଭୋଟ ପାଇଁ ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ…
ଭୁବନେଶ୍ୱର: ବିଜେଡି ସରକାର ଓଡ଼ିଶାର ଯୁବକ ମାନଙ୍କୁ ବୋକା ବନେଇ ମିଥ୍ୟା ପ୍ରତିଶୃତି ଦେଇ ପ୍ରତାରଣା କରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଜୁ ଯୁବ ବାହିନୀ ଗଠନ କରିଥିଲେ। କିନ୍ତୁ ଏହି ଯୁବ ବାହିନୀକୁ ରାଜ୍ୟ ସରକାର ବନ୍ଦ କରି ଲକ୍ଷ…