ଦେହରେ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସିନ୍ଦୁରପୁର ପଞ୍ଚାୟତ ଗଣେଶପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ବିନିକା ଡାକ୍ତରଖାନାରେ ଭର୍ତ୍ତି…