ଓଡ଼ିଶାରେ ନାହିଁ ବାର୍ଡ ଫ୍ଲୁ ଲକ୍ଷଣ,…
ଭୁବନେଶ୍ୱର: ଓଡ଼ିଶାରେ ନାହିଁ ବାର୍ଡ ଫ୍ଲୁ ଲକ୍ଷଣ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ କୁହାଯାଇଛି। ନିକଟରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଆର. ରଘୁପ୍ରସାଦଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ପ୍ରାୟ ୧୨,୩୬୯ ବହିରାଗତ ପକ୍ଷୀଙ୍କ ନମୁନା ସଂଗ୍ରହ…