ଟିମ୍ ଇଣ୍ଡିଆ ଖେଳାଳିଙ୍କ ହାତରେ କଳା…
ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ଭାରତ-ଶ୍ରୀଲଙ୍କା ଦ୍ବିପାକ୍ଷିକ ଦିନିକିଆ ସିରିଜ। ପ୍ରଥମ ମୁକାବିଲା କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳା ଯାଉଛି। ଘରୋଇ ଶ୍ରୀଲଙ୍କା ଦଳ ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛି। ଯାହାଫଳରେ ପ୍ରଥମେ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା ଭାରତ।…