ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ହେଉଛି…
ଭୁବନେଶ୍ୱର: ଆଜି ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନ। ପ୍ରଥମ ଦିନରେ ୭ଟି ବିଲ୍ ଉପସ୍ଥାପିତ ହୋଇଛି। ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍କୁ ନେଇ ଗୃହରେ ସରଗରମ ଆଲୋଚନା ଚାଲିଛି। ବିଶ୍ୱବିଦ୍ୟାଳୟ ବିଲକୁ ‘କଳା ବିଲ୍’ କହି ବିରୋଧ କରିଛନ୍ତି ତାରା ବାହିନୀପତି। ଏଥି ସହ ତାରା ଗୃହରେ ବିଶ୍ୱବିଦ୍ୟାଳୟ…